ସମ୍ବଲପୁରୀ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
![](https://thetruths.in/wp-content/uploads/2023/08/Sambalpuri-Day-1.jpg)
ଭୁବନେଶ୍ୱର : ଆଜି ସମ୍ବଲପୁରୀ ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।