ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଗଣେଶୀ ଲାଲ
ନୂଆଦିଲ୍ଲୀ : ଆଜି ଉତ୍କଳ ଦିବସ । ଏହି ଅବସରରେ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ।
ଉତ୍କଳ ଦିବସ ଅବସରରେ ରାଜଭବନ ସମ୍ମୁଖରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ । ମଧୁସୂଦନ ଦାସଙ୍କ ସ୍ମୃତିଚାରଣ କରିଥିଲେ ରାଜ୍ୟପାଳ। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁସୂଦନ ଅବଦାନ ଅତୁଳନୀୟ ବୋଲି କହିଛନ୍ତି ରାଜ୍ୟପାଳ।।