ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଂଟା ମଧ୍ୟରେ କରୋନାର ୧୦,୦୯୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ଅବଧିରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଦିନ ଜାରୀ କରା ଯାଇଥିବା ତଥ୍ୟଅନୁସାରେ ଏହା ସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ବଢି ୫୩,୫୪୨ ହୋଇ ଯାଇଛି ।
Post Views: 60,575