ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଓ ସଦସ୍ୟ ନିଯୁକ୍ତ
ଭୁବନେଶ୍ୱର : ଓଡ଼ିଶା ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଓ ସଦସ୍ୟ ପଦରେ ନିଯୁକ୍ତି ଦିଆଯାଇଛି । ଓଡ଼ିଶା ମାନବାଧିକାର କମିଶନର ନୂଅ ଅଧ୍ୟକ୍ଷ ଭାବେ ଜଷ୍ଟିସ ଶତ୍ରୁଘନ ପୂଜାହାରୀଙ୍କୁ ଆଜି ନିଯୁକ୍ତି ଦିଆଯାଇଛି । ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଶତ୍ରୁଘନ ପୂଜାହାରୀଙ୍କୁ ଓଡ଼ିଶା ମାବବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଅସୀମ ଅମିତାଭ ଦାସଙ୍କୁ ଓଡ଼ିଶା ମାନବାଧିକାର କମିଶନର ସଦସ୍ୟ ଭାବେ ନିଯୁକ୍ତି ମିଳିଛି ।