ନୂଆଦିଲ୍ଲୀ : ସଂସଦର ଚଳିତ ମୌସୁମୀ ଅଧିବେଶନରେ ମଣିପୁର ହିଂସା ସହ ବିଭିନ୍ନ ପ୍ରସଙ୍ଗରେ ବିରୋଧୀଙ୍କ ଦ୍ବାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ ତାରିଖ ସ୍ଥିର କରାଯାଇଛି। ଅଗଷ୍ଟ ୮ରୁ ଅନାସ୍ଥା ପ୍ରସ୍ତାବ ଉପରେ ବିତର୍କ ହେବ । ଅଗଷ୍ଟ ୧୦ରେ ପ୍ରଧାନମନ୍ତ୍ରୀ ବିତର୍କ ଉପରେ ନିଜ ଜବାବ ରଖିବେ।
Post Views: 12,801