Approved

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ରେଶମ ସହରର ବିଭିନ୍ନ କଲ୍ୟାଣ ମଣ୍ତପ ଓ ଧର୍ମାନୁଷ୍ଠାନର ବିକାଶ ପାଇ ୫.୪୩ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ୪୦ଟି କମ୍ୟୁନିଟି ହଲ୍‌ ଓ ୩୫ଟି ଧର୍ମାନୁଷ୍ଠାନ ପାଇଁ ପ୍ରଥମ... Read More
ଭୁବନେଶ୍ୱର: ଅଲଚିକି ଲିପିର ଉଦ୍‌ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଂଜୁର କରିଛନ୍ତି । ସାନ୍ତାଳି ସମାଜ ଓ ସାନ୍ତାଳୀ... Read More
ଭୁବନେଶ୍ୱର : ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି ଟଙ୍କାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ... Read More
ଓଡ଼ିଆ ଭାଷାରେ ଦେଇହେବ ଓସିଏସ୍ ପରୀକ୍ଷାଚଳିତବର୍ଷ ୭୧ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ର ଗୁରୁରତ୍ୱପୂର୍ଣ୍ଣ ବୈଠକ... Read More
ଭୁବନେଶ୍ୱର : ଓଡ଼ିଶା ପାଇଁ ନୂଆ ୭ଟି ରେଳ ପ୍ରକଳ୍ପ ଅନୁମୋଦିତ କରାଯାଇଛି । ଏହାର ସୂଚନା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଇଛନ୍ତି । ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ୫ଟି ରେଳ... Read More
ଏଟିଏମ୍‌ରେ ମିଳିବ ଚାଉଳବିନା ସୁଧରେ ଚାଷୀଙ୍କୁ ମିଳିବ ଋଣଓଡ଼ିଶା ଆଇଟି ନୀତି-୨୦୨୨କୁ ମୋହରପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ନେଇ ମାଗଣା ଜମି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ରାଜ୍ୟ... Read More
ଭୁବନେଶ୍ବର : ବିଧାନସଭାର ମୌସୁମୀ ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହେବ । ଅଧିବେଶନ ପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବଗଠିତ ମନ୍ତ୍ରୀ ପରିଷଦର ପ୍ରଥମ ବୈଠକ ବସିଛି । ବୈଠକରେ... Read More
ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହନ ଦେବା ଲାଗି ରୁଷ୍ ସହାୟତାରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ‘ଏକେ-୨୦୩ ଆସଲ୍‌ଟ୍ ରାଇଫଲ୍‌’ ଉତ୍ପାଦନ ନିମିତ୍ତ ପ୍ରକଳ୍ପକୁ ସରକାର ଅନୁମୋଦନ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ... Read More
ନୂଆଦିଲ୍ଲୀ : କେନ୍ଦ୍ର ସରକାର ଇନଫ୍ରାଷ୍ଟ୍ରକ୍ଚର ସେକ୍ଟରରେ ପ୍ରତ୍ୟେକ୍ଷ ବିଦେଶୀ ନିବେଶ (ଏଫଡିଆଇ)କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌(ଆର୍ଥିକ ବ୍ୟାପାର କମିଟି) ବୈଠକରେ କାନାଡର ପେନସନ୍‌... Read More
ଭୁବନେଶ୍ୱର : ରାଜ୍ୟରେ ନିଶା କାରବାର ଓ ଚାଲାଣ ଉପରେ ରୋକ୍ ଲଗାଇବାକୁ ଆହୁରି ସଶକ୍ତ ହେବ ଏସଟିଏଫ୍ । ଏଥିପାଇଁ ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା ପୋଲିସ... Read More

Categories