Heavy Rain

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବା ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା... Read More
ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ପରିଣତ ହେବାର ସମ୍ଭାବନା... Read More
ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପଆସନ୍ତାକାଲି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ଶନିବାର ଉପକୂଳ... Read More
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୨ଟି ଜିଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ... Read More
ତଳିଆ ଅଞ୍ଚଳର କଚ୍ଚା ଘର ପ୍ରଭାବିତ ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନାମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ଓ ଓଡ଼ିଶା ଉପକୂଳକୁ ଯିବା ମନା ଭୁବନେଶ୍ୱର : ଉତର-ପଶ୍ଚିମ ଓ ପାଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି... Read More
ଘଣ୍ଟା ପ୍ରତି ୪୫ରୁ ୫୫ ବେଗରେ ବହିବ ପବନ, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ବର୍ଷା ଜାରି... Read More
ଭୁବନେଶ୍ୱର : ରାଜ୍ୟରେ ମୌସୁମୀର ସକ୍ରିୟତା ବୃଦ୍ଧି ପାଇଛି ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୭ରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଝଡ-ବର୍ଷା ସହ ପବନ ଘଣ୍ଟା ପ୍ରତି ୪୫ରୁ ୫୫ ବହିବାର ସମ୍ଭାବନା ରହିଛି ।... Read More
ସ‌ପ୍ତାହେ ପର୍ଯ୍ୟନ୍ତ ରାଜ୍ୟରୁ ଗାଏବ୍‌ ହୋଇଯିବ ମୌସୁମୀ ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ବର୍ଷା ଲାଗି ରହିଛି। ଏହାରି ମଧ୍ୟରେ ଆଜି ପ୍ରବଳ ବର୍ଷା... Read More
ଭୁବନେଶ୍ୱର : ଉପାନ୍ତରୁ ଉପକୂଳ, ମିଳିବନି ନିସ୍ତାର । ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ... Read More
ଭୁବନେଶ୍ୱର : ଓଡ଼ିଶା ଦକ୍ଷିଣ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ସକ୍ରିୟ ମୌସୁମୀ ଯୋଗୁ ବର୍ଷା ଲାଗିରହିବ । ରାଜ୍ୟରେ ଆସନ୍ତା ୧୭ ତାରିଖ ଯାଏ... Read More

Categories

You may have missed