କଟକ : କଟକ ଭଏରପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଲସି ଦୋକାନ ଉପରେ ମାଡିଗଲା ତେଲ ଟ୍ୟାଙ୍କର । ଦୋକାନରେ ଥିବା ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ଖବରପାଇ ଘଟଣାସ୍ଥଳରେ ଜଗତପୁର ଥାନା ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ଏନେଇ ଅଧିକ ତଦନ୍ତ ଆରମ୍ଭ କରିଛି ।
Post Views: 319