ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍! ଆଉ ୧୧୭୮ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ପୁଣିଥରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଏଭି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୧୭୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୪୩୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 21st July
— I & PR Department, Odisha (@IPR_Odisha) July 22, 2022
New Positive Cases: 1178
Of which 0-18 years: 146
In quarantine: 690
Local contacts: 488
(Details of local contacts will be shared by concerned District)
1. Angul: 3
2. Balasore: 18
3. Bargarh: 31
4. Bhadrak: 10
5. Balangir: 11
6. Boudh: 19
23. Nayagarh: 30
— I & PR Department, Odisha (@IPR_Odisha) July 22, 2022
24. Nuapada: 13
25. Puri: 20
26. Rayagada: 23
27. Sambalpur: 111
28. Sonepur: 18
29. Sundargarh: 194
30. State Pool: 57
New recoveries: 1026
Cumulative tested: 32456798
Positive: 1304369
Recovered: 1287941
Active cases: 7245
ନୂତନ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୯୪, କଟକରୁ ୧୦୪, ସମ୍ବଲପୁରରୁ ୧୧୧ଜଣ ଓ ରାଜ୍ୟ ପୁଲରୁ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪, ୩୬୯କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୭୨୪୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୦୨୬ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୭,୯୪୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।