ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ନିକଟ ପେଟ୍ରୋଲ୍ ପମ୍ପ୍ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରକ୍ । ଫଳରେ ଟ୍ରକ୍ ଚାପାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ଦଣ୍ଡ ପାଣି ନାୟକ । ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Post Views: 151